Mark 15:6 — Compare Translations

7 translations compared side by side

Odia - 1840
"ପ୍ରତିବର୍ଷ ପରମ୍ପରାକ୍ରମେ ନି ସ୍ତାର ପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା'ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଚାହାଁନ୍ତି, କବଳେ ସହେି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତି ବର୍ଷ ନିସ୍ତାର ପର୍ବ ସମୟରେ ଲୋକମାନଙ୍କ ଦାବୀ ଅନୁଯାୟୀ ପିଲାତ ଗୋଟିଏ ବନ୍ଦୀକୁ ମୁକ୍ତ କରି ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ଯୀଶୁଙ୍କୁ ମୁକ୍ତ କରିବାରେ ଅସମର୍ଥ ହେଲେ ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ರಾಜ್ ಅದಿಕಾರಿ ಪಿಲಾತಾನ್ ಹರಿಎಕ್ ವರ್ಸಾ ಪಾಸ್ಕಾಚ್ಯಾ ಸನಾಚ್ಯಾ ಎಳಾರ್ ಲೊಕಾನಿ ಇಚಾರಲ್ಲ್ಯಾ ಎಕ್ ಕೈದಿಕ್ ಸೊಡ್ತಲಿ ಎಕ್ ಪದ್ದತ್ ಹೊತ್ತಿ.