Mark 15:7 — Compare Translations
7 translations compared side by side
Odia - 1840
"ସହେି ସମୟରେ ବନ୍ଦୀଶାଳା ରେ ବାରବ୍ବା ନାମ ରେ ଏକ ବ୍ଯକ୍ତି ବିଦ୍ ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ଯା ଅପରାଧ ରେ ଦୋଷୀ ସାବ୍ଯସ୍ତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ହିଂସାକାଣ୍ଡ ଓ ନରହତ୍ୟା ଅପରାଧରେ ଅଭିଯୁକ୍ତ କେତେକ ବିଦ୍ରୋହୀଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ କାରାଦଣ୍ଡ ଭୋଗ କରୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ବନ୍ଦୀଶାଳାରେ ବାରବ୍ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବିପ୍ଳବୀମାନେ ବିପ୍ଲବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಡಂಗೊ ಉಟ್ವುನ್ ಲೊಕಾಕ್ನಿ ಜಿವಾನಿ ಮಾರಲ್ಲೊ ಬಾರಾಬ್ಬಾಸ್ ಮನ್ತಲೊ ಮಾನುಸ್ ಬಂಧಿಖಾನ್ಯಾತ್ ಹೊತ್ತೊ.