Mark 15:8 — Compare Translations

7 translations compared side by side

Odia - 1840
"ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ଯ ସମାନଙ୍କେ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଲୋକସମୂହ ଉପରକୁ ଯାଇ ତାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସମବେତ ହୋଇଥିବା ଲୋକମାନେ ପୂର୍ବ ରୀତି ଅନୁସାରେ ଜଣକୁ ଛାଡ଼ି ଦେବା ପାଇଁ ଦାବୀ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁୂ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವರ್ಸಾಚ್ಯಾ ಬಾಸೆನ್ ಅಮ್ಕಾ ಎಕಾ ಕೈದಿಕ್ ಸೊಡುನ್ ದಿ ಮನುನ್ ಸಗ್ಳ್ಯಾ ಲೊಕಾನಿ ಮಿಳುನ್ ಪಿಲಾತಾಕ್ ಇಚಾರ್‍ಲ್ಯಾನಿ.