Mark 16:1 — Compare Translations
7 translations compared side by side
Odia - 1840
"ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାଆ ମରିୟମ ଓ ଶ ଲୋମୀ ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତଲେ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ରାମବାର ସମାପ୍ତ ହେଲା ପରେ ମଗଦଲିନୀ ମରିୟମ; ଯାକୁବଙ୍କ ମାତା ମରିୟମ ଓ ଶଲୋମୀ ଯୀଶୁଙ୍କ ଶରୀରରେ ମଖାଇବା ପାଇଁ କେତେ ପ୍ରକାର ସୁଗନ୍ଧି ଦ୍ରବ୍ୟ କିଣି ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାତା ମରିୟମ ଓ ଶଲୋମୀ ସୁଗନ୍ଧିତ ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಬ್ಬಾತ್ ಸರುನ್ ಗೆಲ್ಲ್ಯಾ ತನ್ನಾ, ಮರಿ ಮಾಗ್ದೆಲಿನ್, ಜಾಕೊಬಾಚಿ ಬಾಯ್ ಮರಿ ಅನಿ ಸಲೊಮಿ ಜೆಜುಚ್ಯಾ ಮಡ್ಯಾಕ್ ಲಾವುಕ್ ಮನುನ್ ಮ್ಹಾಗ್ಲೆ ಸುಗಂದ್ ತೆಲ್ ಇಕಾತ್ ಘೆವ್ನ್ ಯೆಲ್ಯಾನಿ.