Mark 16:10 — Compare Translations
7 translations compared side by side
Odia - 1840
"ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ଯମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତବେେଳକେୁ ଶିଷ୍ଯମାନେ ଶାେକରେ ବୁଡି ଯାଇଥିଲେ ଓ ବିଳାପ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ଵାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମରିୟମ ଯାଇ ଯୀଶୁଙ୍କ ସଙ୍ଗୀମାନଙ୍କୁ ଏ ବିଷୟ ଜଣାଇଲେ। ସେମାନେ ଶୋକାର୍ତ୍ତ ହୋଇ କ୍ରନ୍ଦନ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾವ್ನ್ ತೆಚ್ಯಾ ಶಿಸಾಕ್ನಿ ಸಾಂಗ್ಲಿನ್, ತೆನಿ ಅಜುನ್ ದುಕ್ಕಾತ್ ಹೊತ್ತೆ ರಡುನ್ಗೆತ್ ಹೊತ್ತೆ.