Mark 16:11 — Compare Translations

7 translations compared side by side

Odia - 1840
"ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ଜୀବିତ ଅଟନ୍ତି ଓ ତାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ଵାସ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଜୀବିତ ହୋଇଛନ୍ତି ଓ ସେ ତାଙ୍କୁ ଦେଖିଛନ୍ତି, ଏକଥା ମରିୟମ କହିବାରୁ ସେମାନେ ତାଙ୍କ କଥାକୁ ବିଶ୍ୱାସ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಝಿತ್ತೊ ಹೊವ್ನ್ ಉಟ್ಲಾ ಅನಿ ಮಿಯಾ ತೆಕಾ ಬಗಟ್ಲಾ ಮನುನ್ ಸಾಂಗ್ಲ್ಯಾರ್ಬಿ ತೆನಿ ತಿಚೆರ್ ವಿಶ್ವಾಸ್ ಕರುಕ್ನ್ಯಾತ್.