Mark 16:12 — Compare Translations

7 translations compared side by side

Odia - 1840
"ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁଙ୍କ ଆଉ ଦୁଇଜଣ ଶିଷ୍ୟ ଗୋଟିଏ ଗ୍ରାମକୁ ଗଲାବେଳେ ବାଟରେ ଯୀଶୁ ସେମାନଙ୍କୁ ଭିନ୍ନ ପ୍ରକାରେ ଦେଖାଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ದೊಗಾ ಜಾನಾ ಶಿಸಾಕ್ನಿ ತೆಂಚ್ಯಾ ಗಾಂವಾಂಚ್ಯಾ ವಾಟೆನ್ ಚಲುನ್ಗೆತ್ ಜಾತಾನಾ ತೆನಿ ಒಳಕ್ ಗಾಯಿನಸಲ್ಲ್ಯಾ ದುಸ್ರ್ಯಾಚ್ ರಿತಿನ್ ಜೆಜು ತೆಂಕಾ ದಿಸ್ಲೊ.