Mark 16:13 — Compare Translations

7 translations compared side by side

Odia - 1840
"ଏହି ଶିଷ୍ଯ ଦୁଇଜଣ ଫରେିଆସି ଅନ୍ୟ ଶିଷ୍ଯମାନଙ୍କୁ ଏକଥା ଜଣାଇଲେ। ତଥାପି ଶିଷ୍ଯମାନେ ତାହାଙ୍କ କଥାକୁ ମଧ୍ଯ ବିଶ୍ବାସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ଵାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ଵାସ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଫେରିଆସି ଅନ୍ୟମାନଙ୍କୁ ଏକଥା କହିଲେ, କିନ୍ତୁ ସେମାନଙ୍କ କଥାକୁ କେହି ବିଶ୍ୱାସ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪರ್ತುನ್ ಗೆಲ್ಲ್ಯಾ ತನ್ನಾ ಹುರಲ್ಲ್ಯಾಕ್ನಿ ಸಾಂಗ್ಲ್ಯಾನಿ ಖರೆ ತೆಂಕಾ ವಿಶ್ವಾಸ್ ಹೊವ್ಕ್ ನಾ.