Mark 16:14 — Compare Translations
7 translations compared side by side
Odia - 1840
"ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷରେ ତାଙ୍କର ଏଗାର ଜଣ ଶିଷ୍ୟ ଖାଇ ବସିଥିବାବେଳେ ଯୀଶୁ ସେମାନଙ୍କୁ ଦର୍ଶନ ଦେଲେ। ସେମାନଙ୍କର ଅବିଶ୍ୱାସ ପାଇଁ ଓ ତାଙ୍କୁ ଜୀବିତ ଦେଖିଥିବା ଲୋକମାନଙ୍କ କଥାରେ ପ୍ରତ୍ୟୟ କରି ନ ଥିବାରୁ ଯୀଶୁ ସେମାନଙ୍କୁ ଅନୁଯୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಅಕ್ರಾ ಜಾನಾ ಶಿಸಾ ಜೆವ್ತಾನಾ ಜೆಜು ತೆಂಕಾ ದಿಸ್ಲೊ, ಅನಿ ತೆಂಕಾ ಜೊರ್ ಕರ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಚ್ಯಾತ್ಲ್ಯಾನಿ ತೆಕಾ ಝಿತ್ತೊ ಹೊತ್ತೊ ಬಗಟಲ್ಲ್ಯಾನಿ, ಜಾಲ್ಯಾರ್ಬಿ ತೆಂಚಿ ಕಾಳ್ಜಾ ವಿಶ್ವಾಸ್ ಕರಿನಸ್ತಾನಾ ರಾವ್ಕ್ ಸರ್ಕಿ ಘಟ್ ಹೊಲ್ಲಿ.