Mark 16:15 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ತೆಂಕಾ “ಸಗ್ಳ್ಯಾ ದುನಿಯಾ ವರ್ತಿ ಜಾವಾ ಅನಿ ಸಗ್ಳ್ಯಾ ಲೊಕಾಕ್ನಿ ಬರಿ ಖಬರ್ ಸಾಂಗಾ,