Mark 16:17 — Compare Translations

7 translations compared side by side

Odia - 1840
"ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସୀମାନେ ଅଲୌକିକ କାର୍ଯ୍ୟ କରିବାକୁ ଶକ୍ତି ପାଇବେ। ମୋ’ ନାମରେ ସେମାନେ ଭୂତ ଛଡ଼ାଇବେ, ଅଜଣା ଭାଷାରେ କଥା କହିବେ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା’ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ವಿಶ್ವಾಸಾತ್ ರ್‍ಹಾತ್ಯಾತ್ ತೆಂಕಾ ವಿಚಿತ್ರ್ ಕಾಮಾ ಕರ್‍ತಲಿ. ಅನಿ ಮಾಜ್ಯಾ ನಾವಾನ್ ಗಿರೆ ಕಾಡ್ತಲಿ ತಾಕತ್ ದಿವ್ನ್ ಹೊತಾ, ಅನಿ ತೆನಿ ನ್ಹವ್ಯಾಚ್ ಬಾಸಾನಿ ಬೊಲ್ತ್ಯಾತ್.