Mark 16:19 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କୁ ଏହି ସବୁ କଥା କହିବା ପରେ ପ୍ରଭୁ ଯୀଶୁ ସ୍ୱର୍ଗକୁ ଉନ୍ନୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ସ୍ୱର୍ଗାରୋହଣ ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೆಂಕಾ ಅಶೆ ಹೆ ಸಗ್ಳೆ ಸಾಂಗುನ್ ಹೊಲ್ಲ್ಯಾ ಮಾನಾ ತೆಕಾ ಸರ್‍ಗಾ ವರ್‍ತಿ ಉಕ್ಲುನ್ ಘೆವ್ನ್ ಜಾವ್ನ್ ಹೊಲೆ ಅನಿ ತೊ ದೆವಾಚ್ಯಾ ಉಜ್ವ್ಯಾ ಬಾಜುಕ್ ಬಸ್ಲೊ.