Mark 16:2 — Compare Translations
7 translations compared side by side
Odia - 1840
"ସପ୍ତାହର ସହେି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ େଯ୍ଯାଦୟ ପରେ ପରେ ସମାନେେ କବର ପାଖକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ରବିବାର ଦିନ ପାହାନ୍ତା ସମୟରେ ଠିକ୍ ସୂର୍ଯ୍ୟୋଦୟ ସମୟରେ ସେମାନେ କବରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಆಯ್ತಾರ್ ದಿಸ್; ದಿಸ್ ಉಜ್ವಾಡಲ್ಲ್ಯಾ ತನ್ನಾ ತೆನಿ ಸಮಾದಿಕ್ಡೆ ಗೆಲ್ಯಾನಿ.