Mark 16:5 — Compare Translations

7 translations compared side by side

Odia - 1840
"ସମାନେେ କବର ଭିତରକୁ ଗଲେ। ସଠାେରେ ସମାନେେ ଧଳା ପୋଷାକ ପିନ୍ଧିଥିବା ଜଣେ ୟୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲା। ସମାନେେ ଡରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି କବର ଭିତରକୁ ଯାଇ ଦେଖିଲେ ଯେ ସେଠାରେ ଶୁକ୍ଲବସ୍ତ୍ର ପରିହିତ ଜଣେ ଯୁବକ କବରର ଦକ୍ଷିଣ ପାଶ୍ୱର୍ରେ ବସିଛନ୍ତି। ଏସବୁ ଦେଖି ସେମାନେ ଭୟଭୀତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಮಾದಿತ್ ಭುತ್ತುರ್ ಗೆಲ್ಲ್ಯಾ ತನ್ನಾ ಉಜ್ವ್ಯಾ ಬಾಜುಕ್ ಫ್ಹಾಂಡ್ರೆ ಕಪ್ಡೆ ನೆಸುನ್ ಬಸಲ್ಲೊ ಎಕ್ ದಾನ್ಡಗೊ ಮಾನುಸ್ ತೆಂಕಾ ದಿಸ್ಲೊ, ತೆಕಾ ಬಗುನ್ ತೆನಿ ಭಿಯಾಲ್ಯಾನಿ.