Mark 16:6 — Compare Translations

7 translations compared side by side

Odia - 1840
"କିନ୍ତୁ ୟୁବକ ଜଣକ କହିଲେ, ଭୟ କର ନାହିଁ। ତୁମ୍ଭମାନେେ କୃଶବିଦ୍ଧ ନାଜରିତର ଯୀଶୁଙ୍କୁ ଖାଜେୁଛ। ସେ ମୃତ୍ଯୁରୁ ପୁନରୁତ୍ଥିତ ହାଇେଛନ୍ତି। ସେ ଏଠା ରେ ନାହାନ୍ତି। ଦେଖ, ସମାନେେ ତାହାଙ୍କୁ ଏହି ସ୍ଥାନ ରେ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁବକ କହିଲେ, “ଭୟ କର ନାହିଁ। ମୁଁ ଜାଣେ, ତୁମେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କୁ ଖୋଜୁଛ। ସେ ଏଠାରେ ନାହାନ୍ତି। ସେ ପୁନର୍ଜୀବିତ ହୋଇଛନ୍ତି। ଦେଖ, ସେମାନେ ଏ ସ୍ଥାନରେ ତାଙ୍କୁ ରଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ “ಭಿಂವುನಕಾಶಿ, ಮಾಕಾ ಗೊತ್ತ್ ಹಾಯ್, ತುಮಿ ಹುಡಕ್ತಲೆ ಕುರ್ಸಾರ್ ಮಾರಲ್ಲ್ಯಾ ನಜರೆತಾಚ್ಯಾ ಜೆಜುಕ್, ತೊ ಹಿತ್ತೆ ನಾ, ತೊ ಝಿತ್ತೊ ಹೊವ್ನ್ ಉಟ್ಲಾ, ಹಿತ್ತೆ ಬಗಾ ತೆಕಾ ಥವಲ್ಲೊ ಜಾಗೊ.