Mark 16:7 — Compare Translations
7 translations compared side by side
Odia - 1840
"ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଯାଇ ପିତର ଓ ଯୀଶୁଙ୍କ ଅନ୍ୟାନ୍ୟ ଶିଷ୍ୟମାନଙ୍କୁ ଏହି ସମ୍ବାଦ ଦିଅ। ସେମାନଙ୍କୁ କୁହ, ‘ଯୀଶୁ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯାଉଛନ୍ତି। ସେ କହିବା ଅନୁସାରେ ତୁମେ ତାଙ୍କୁ ସେଠାରେ ଦେଖି ପାରିବ’।”
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
`କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮಿ ಜಾವಾ ಅನಿ ಹಿ ಖಬರ್ ತೆಚ್ಯಾ ಶಿಸಾಕ್ನಿ ಸಾಂಗಾ ಅನಿ ಪೆದ್ರುಕ್ಬಿ, ತೆನಿ ಅದ್ದಿಚ್ ಸಾಂಗಲ್ಲ್ಯಾ ಸರ್ಕೆ ತೊ ತುಮ್ಚ್ಯಾನ್ಕಿ ಅದ್ದಿ ಗಾಲಿಲಿಯಾಕ್ ಜಾತಾ, ಥೈ ತೆಕಾ ತುಮಿ ಬಗ್ತ್ಯಾಸಿ”. ಮಟ್ಲ್ಯಾನ್.