Mark 16:8 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟ ରେ ଅଭିଭୁତ ହାଇେ ଯାଉଥିଲେ। ସମାନେେ କବରରୁ ବାହାରି ଦୌଡି ପଳାଇଲେ, କିନ୍ତୁ ଭୟଭୀତ ହାଇେ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକମାନେ କବରରୁ ବାହାରି ଭୟବିହ୍ୱଳ ହୋଇ ଦୌଡ଼ି ପଳାଇଲେ। ସେମାନେ ଏତେ ଡ଼ରି ଯାଇଥିଲେ ଯେ ସେତେବେଳେ କାହାକୁ କିଛି କହିପାରିଲେ ନାହିଁ। (
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟରେ ଅଭିଭୂତ ହୋଇ ଯାଉଥିଲେ। ସେମାନେ କବରରୁ ବାହାରି ଦୌଡ଼ି ପଳାଇଲେ, କିନ୍ତୁ ଭୟଭୀତ ହୋଇ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಭಿವ್ನ್ ಥರ್ಥರುನ್ಗೆತ್ ಅನಿ ಅಜಾಪ್ ಹೊವ್ನ್ ಸಮಾದಿತ್ನಾ ಭಾಯ್ರ್ ಪಳುನ್ ಗೆಲ್ಯಾನಿ, ತೆನಿ ಕೊನಾಕ್ಬಿ ಕಾಯ್ಬಿ ಸಾಂಗುಕ್ನ್ಯಾತ್ ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಭಿಂವ್ನ್ ಗೆಲ್ಲ್ಯಾನಿ.