Mark 16:9 — Compare Translations
7 translations compared side by side
Odia - 1840
"ସପ୍ତାହର ପ୍ରଥମ ଦିନର ବଡି ସକାଳୁ ଯୀଶୁ ମୃତ୍ଯୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରୀୟମଙ୍କ ନିକଟରେ ନିଜକୁ ଦଖାେ ଦେଲେ। ଅତୀତ ରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତଟି ଭୂତଙ୍କୁ ତଡି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ] ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ରବିବାର ଦିନ ପ୍ରତ୍ୟୁଷରେ ପୁନରୁତ୍ôଥତ ହେବା ପରେ ପ୍ରଥମେ ମଗଦଲିନୀ ମରିୟମଙ୍କୁ ଦର୍ଶନ ଦେଇଥିଲେ। ଏହି ମରିୟମଙ୍କଠାରୁ ସେ ସାତୋଟି ଭୂତ ଛଡ଼ାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି। କେତେକ ଶିଷ୍ୟ ଯୀଶୁଙ୍କୁ ଦେଖିଲେ ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಮರಲ್ಲ್ಯಾನಿತ್ನಾ ಝಿತ್ತೊ ಹೊವ್ನ್ ಉಟುನ್, ಮಟ್ಲ್ಯಾರ್ ಆಯ್ತಾರ್ಚೆ ನಸ್ಕಾತ್, ಸಗ್ಳ್ಯಾನಿಕಿ ಅದ್ದಿ ಮರಿ ಮಾಗ್ದೆಲಿನಾಕ್ ದಿಸ್ಲೊ. ಜೆಜುನ್ ತಿಚ್ಯಾ ಆಂಗಾತ್ನಾ ಸಾತ್ ಗಿರೆ ಕಾಡಲ್ಲ್ಯಾನ್.