Mark 2:1 — Compare Translations

7 translations compared side by side

Odia - 1840
"କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫରେି ଆସିଲେ। ଯୀଶୁ ଘରକୁ ଫରେି ଆସିଛନ୍ତି ବୋଲି ଖବର ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ, ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ଦିନ ପରେ ଯୀଶୁ କପର୍ନାହୂମକୁ ଫେରି ଗଲେ। ସେ ଘରେ ଅଛନ୍ତି ବୋଲି ଖବର ବ୍ୟାପିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ପକ୍ଷାଘାତ ରୋଗୀକୁ ଯୀଶୁ ସୁସ୍ଥ କଲେ କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।
Odia IRV 2017 (ଓଡିଆ ବାଇବେଲ)
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୁମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಉಲ್ಲಿ ದಿಸಾ ಹೊಲ್ಲ್ಯಾಮಾನಾ, ಜೆಜು ಕಫರ್‍ನವ್ ಮನ್ತಲ್ಯಾ ಗಾವಾಕ್ ಪರ್ತುನ್ ಯೆಲೊ. ತೊ ಥೈ, ಎಕ್ ಘರಾತ್ ಹಾಯ್ ಮನ್ತಲಿ ಖಬರ್, ಲೊಕಾಕ್ನಿ ಗಾವ್ಲಿ.