Mark 2:11 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ସେହି ରୋଗୀକୁ କହିଲେ, “ମୁଁ ତୁମକୁ କହୁଛି, ଉଠ; ତୁମର ବିଛଣା ନେଇ ଘରକୁ ଯାଅ।”
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಉಟ್, ಅನಿ ತುಜೆ ಹಾತ್ರಾನ್ ಘೆವ್ನ್ ತುಜ್ಯಾ ಘರಾಕ್ ಚಲ್” ಮಟ್ಲ್ಯಾನ್.