Mark 2:13 — Compare Translations

7 translations compared side by side

Odia - 1840
"ପୁଣିଥରେ ଯୀଶୁ ହ୍ରଦ ପାଖ ଦଇେ ଗଲେ। ଅନକେ ଲୋକ ତା'ଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁଣି ଥରେ ହ୍ରଦ କୂଳକୁ ଗଲେ। ସେଠାରେ ଜନସମାଗମ ହେବାରୁ ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ମାଥିଉ ଯୀଶୁଙ୍କୁ ଅନୁସରଣ କଲେ ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା’ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಗ್ದಾ ಜೆಜು ಗಾಲಿಲಿಯಾ ಸಮುಂದರಾಚ್ಯಾ ದಂಡೆಕ್ ಗೆಲೊ. ತನ್ನಾ ಲೊಕಾಂಚೊ ಎಕ್ ತಾಂಡೊಬಿ ತೆಚ್ಯಾ ಫಾಟ್ನಾ ಹೊತ್ತೊ. ತೊ ತೆಂಕಾ ದೆವಾಚ್ಯಾ ಗೊಸ್ಟಿಯಾ ಸಿಕ್ವುಕ್‍ಲಾಲೊ.