Mark 2:14 — Compare Translations
7 translations compared side by side
Odia - 1840
"ଯୀଶୁ ଯାଉଥିବା ସମୟରେ କର ଆଦାୟ ସ୍ଥାନ ରେ ବସି ଥିବା ଆଲଫିଙ୍କ ପୁଅ ଲବେୀଙ୍କୁ ଦେଖି ସେ କହିଲେ, ମାେତେ ଅନୁସରଣ କର। ତା'ପରେ ଲବେୀ ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଉ ଯାଉ ଯୀଶୁ ଆଲଫିଙ୍କ ପୁତ୍ର ଲେବୀଙ୍କି କରଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେଠାରୁ ଚାଲିଯିବା ବାଟରେ ଆଲଫିଙ୍କ ପୁତ୍ର କରଆଦାୟକାରୀ ଲେବୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ବସିଥିବା ଦେଖିଲେ। ଯୀଶୁ ତାଙ୍କୁ କହିଲେ, “ମୋ’ ପଛେ ପଛେ ଆସ।” ଲେବୀ ଉଠି ତାଙ୍କର ଅନୁଗମନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା’ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಅನಿಫಿಡೆ ಚಲುನ್ಗೆತ್ ಜಾತಾನಾ, ತೆರ್ಗಿ ವಸುಲ್ ಕರುನ್ಗೆತ್, ತೆರ್ಗಿ ವಸುಲ್ ಕರುಕ್ ಬಸ್ತಲ್ಯಾ ಜಾಗ್ಯಾರ್ ಬಸಲ್ಲ್ಯಾ, ಅಲ್ಫೆವಾಚ್ಯಾ ಲೆಕಾಕ್ ಲೆವಿಕ್ ಜೆಜುನ್ ಬಗಟ್ಲ್ಯಾನ್. ಅನಿ ಜೆಜುನ್ ತೆಕಾ “ಮಾಜ್ಯಾ ಫಾಟ್ನಾ ಯೆ” ಮಟ್ಲ್ಯಾನ್. ತನ್ನಾ ಲೆವಿ ಉಟ್ಲೊ ಅನಿ ಜೆಜುಚ್ಯಾ ಫಾಟ್ನಾ ಗೆಲೊ.