Mark 2:15 — Compare Translations

7 translations compared side by side

Odia - 1840
"ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲବେୀଙ୍କ ଘ ରେ ଖାଉଥିବା ସମୟରେ, ସମାନଙ୍କେ ସହିତ ଅନକେ କର ଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ଯ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନକେ ଲୋକ ମଧ୍ଯ ସଠାେରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ତାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ, ପୁଣି ତାହାଙ୍କର ଅନୁଗମନ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଲେବୀଙ୍କ ଘରେ ଭୋଜନରେ ବସିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ବହୁସଂଖ୍ୟକ କରଆଦାୟକାରୀ ଓ ସମାଜଚ୍ୟୁତ ଲୋକମାନେ ଯୀଶୁ ଓ ତାଙ୍କ ଶିଷ୍ୟମାନଙ୍କ ସହ ଏକତ୍ର ଭୋଜନରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ତାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ, ಜೆಜು ಲೆವಿಚ್ಯಾ ಘರಾತ್ ಜೆವಾನ್ ಕರುಕ್ ಲಾಗಲ್ಲೊ. ಥೈ ಸುಮಾರ್ ತೆರ್‍ಗಿ ವಸುಲಿ ಕರ್‍ತಲಿ ಲೊಕಾ ಅನಿ ಪಾಪಿ ಲೊಕಾ ಜೆಜುಚ್ಯಾ ಫಾಟ್ನಾ ಹೊತ್ತಿ. ತ್ಯಾತುರ್‍ಲಿ ಉಲ್ಲಿ ಲೊಕಾ, ಜೆಜು ಅನಿ ತೆಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ಜೆವ್ನಾಚ್ಯಾ ಪಂಗ್ತಿರ್ ಬಸುನ್ ಜೆವಾನ್ ಕರುಕ್ ಲಾಗಲ್ಲಿ.