Mark 2:16 — Compare Translations

7 translations compared side by side

Odia - 1840
"ଯୀଶୁଙ୍କୁ କର ଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀମାନେ ଫାରୂଶୀ ଥିଲେ, ଯୀଶୁଙ୍କ ଶିଷ୍ଯମାନଙ୍କୁ ପଚାରିଲେ, ଯୀଶୁ କର-ଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତିଣ!
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦେଖି ଫାରୁଶୀ ଦଳର କେତେକ ଶାସ୍ତ୍ରୀ ଯୀଶୁଙ୍କ ଶିଷ୍ୟମାନଙ୍କୁ ପଚାରିଲେ, “ଏପରି ଲୋକମାନଙ୍କ ସହିତ ସେ କାହିଁକି ଭୋଜନ କରୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ, ଯୀଶୁଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯୀଶୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!
Odia IRV 2017 (ଓଡିଆ ବାଇବେଲ)
ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ತೆರ್‍ಗಿ ವಸುಲ್ ಕರ್‍ತಲ್ಯಾ ಅನಿ ಪಾಪಿ ಲೊಕಾಂಚ್ಯಾ ವಾಂಗ್ಡಾ ಬಸುನ್ ಜೆಜು ಜೆವಾನ್ ಕರ್‍ತಲೆ ಬಗುನ್, ಮೊಯ್ಜೆಚೆ ಖಾಯ್ದೆ ಶಿಕ್ವುತಲ್ಯಾ ಫಾರಿಜೆವಾನಿ “ತೊ ಪಾಪಿ ಲೊಕಾಂಚ್ಯಾ ಅನಿ ತೆರ್‍ಗಿ ವಸುಲ್ ಕರ್‍ತಲ್ಯಾಂಚ್ಯಾ ವಾಂಗ್ಡಾ ಬಸುನ್, ಕಶ್ಯಾಕ್ ಜೆವಾನ್ ಕರ್‍ತಾ?” ಮನುನ್ ತೆಚ್ಯಾ ಶಿಸಾಕ್ನಿ ಇಚಾರ್‍ಲ್ಯಾನಿ.