Mark 2:17 — Compare Translations
7 translations compared side by side
Odia - 1840
"ଯୀଶୁ ଏହା ଶୁଣି ସମାନଙ୍କେୁ କହିଲେ, ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କାବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦବୋ ପାଇଁ ଆସିନାହିଁ। ମୁଁ କବଳେ ପାପୀମାନଙ୍କୁ ନିମନ୍ତ୍ରଣ ଦବୋ ପାଇଁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କଥା ଶୁଣି ଯୀଶୁ ଉତ୍ତର ଦେଲେ, “ସୁସ୍ଥ ଲୋକ ପାଇଁ ଚିକିତ୍ସର ପ୍ରୟୋଜନ ନାହିଁ। - ପ୍ରୟୋଜନ ଅଛି କେବଳ ଅସୁସ୍ଥମାନଙ୍କ ପାଇଁ। ମୁଁ ଧାର୍ମିକମାନଙ୍କ ପାଇଁ ଆସି ନାହିଁ, ଆସିଛି ପାପୀମାନଙ୍କ ପାଇଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କେବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସି ନାହିଁ। ମୁଁ କେବଳ ପାପୀମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಜೆಜುನ್ “ಅರಾಮ್ ಹೊತ್ತ್ಯಾಕ್ನಿ ವಗ್ದುಳ್ಯಾಚಿ ಗರಜ್ ನಾ. ಅರಾಮ್ ನಸಲ್ಯಾಕ್ನಿ ವಗ್ದುಳ್ಯಾಚಿ ಗರಜ್ ರ್ಹಾತಾ. ಮಿಯಾ ಬರ್ಯಾ ಲೊಕಾಕ್ನಿ ನ್ಹಯ್, ಪಾಪಿ ಲೊಕಾಕ್ನಿ ಬಲ್ವುಕ್ ಮನುನ್ ಯೆಲಾ” ಮನುನ್ ಸಾಂಗಟ್ಲ್ಯಾನ್.