Mark 2:18 — Compare Translations

7 translations compared side by side

Odia - 1840
"ଯୋହନଙ୍କ ଶିଷ୍ଯ ଓ ଫାରୂଶୀମାନେ ଉପବାସ କରୁଥଲେ। କେତକେ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, ଯୋହନଙ୍କ ଶିଷ୍ଯମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ଯମାନେ କାହିଁକି ଉପବାସ କରୁ ନାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ । ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀ-ମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
Odia BSI (ପବିତ୍ର ବାଇବଲ (CL) NT (BSI))
ଥରେ ଜଳଦୀକ୍ଷାଦାତା ଯୋହନଙ୍କ ଶିଷ୍ୟମାନେ ଓ ଫାରୁଶୀମାନେ ଉପବାସ କରୁଥିଲାବେଳେ, କେତେ ଜଣ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଯୋହନ ଓ ଫାରୁଶୀମାନଙ୍କ ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ କାହିଁକି ଉପବାସ କରନ୍ତି ନାହିଁ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
Odia IRV 2017 (ଓଡିଆ ବାଇବେଲ)
ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಂವಾವಾಚಿ ಶಿಸಾ, ಅನಿ ಫಾರಿಜೆವ್ ಉಪಾಸ್ ಕರಿತ್. ಥೈಹೊತ್ತ್ಯಾ ಉಲ್ಲ್ಯಾ ಲೊಕಾನಿ, ಜೆಜುಕ್ಡೆ ಯೆವ್ನ್ “ಜುಂವಾವಾಚಿ ಶಿಸಾ ಅನಿ ಫಾರಿಜೆವಾಂಚಿ ಶಿಸಾ ಉಪಾಸ್ ಕರ್‍ತ್ಯಾತ್, ಖರೆ, ತುಜಿ ಶಿಸಾ ಕಶ್ಯಾಕ್ ಉಪಾಸ್ ಕರಿನ್ಯಾತ್?” ಮನುನ್ ಇಚಾರ್‍ಲ್ಯಾನಿ.