Mark 2:19 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସମାନଙ୍କେ ସାଙ୍ଗ ରେ ଥାଆନ୍ତି। ତେଣୁ ବର ସଠାେରେ ଥିବା ପର୍ୟ୍ଯନ୍ତ ସମାନେେ ଉପବାସ କରି ନପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ, ସେମାନେ ଉପବାସ କରି ପାରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ବର ସଙ୍ଗରେ ଥିବା ପର୍ଯ୍ୟନ୍ତ ବରଯାତ୍ରୀମାନେ କ’ଣ ଉପବାସ ରହିପାରନ୍ତି? କେବେ ନୁହେଁ। ସେମାନଙ୍କ ସହିତ ବର ଥିବା ପର୍ଯ୍ୟନ୍ତ ସେମାନେ ତାହା କରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, "ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରି ପାରନ୍ତି ନାହିଁ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಲಗ್ನಾಚೊ ನ್ಹವ್ರೊ ಅಪ್ನಾಚ್ಯಾ ವಾಂಗ್ಡಾ ರಾತಾನಾ, ಲಗ್ನಾಕ್ ಯೆಲ್ಲ್ಯಾ ಸೊಯ್ರ್ಯಾನಿ ಉಪಾಸ್ ಕರುಕ್ ಹೊತಾ ಕಾಯ್? ಹೊಯ್ನಾ!