Mark 2:20 — Compare Translations
7 translations compared side by side
Odia - 1840
"କିନ୍ତୁ ସମୟ ଆସିବ, ବରଙ୍କୁ ସମାନଙ୍କେଠାରୁ ଦୂ ରଇେ ନିଆୟିବ। ସେତବେେଳେ ସମାନେେ (ବର ଯାତ୍ରୀମାନେ) ଉପବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଦିନ ଆସିବ, ଯେତେବେଳେ ବର ସେମାନଙ୍କ ନିକଟରୁ ଦୂରେଇ ନିଆଯିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ದಿಸ್ ತೊ ನ್ಹವ್ರೊ, ತೆಂಕಾ ಸೊಡುನ್ ಜಾತಲೊ ಎಳ್ ಯೆತಾ, ತನ್ನಾ ತೆನಿ ಉಪಾಸ್ ಕರ್ತ್ಯಾತ್.” ಮಟ್ಲ್ಯಾನ್.