Mark 2:22 — Compare Translations
7 translations compared side by side
Odia - 1840
"ସହେି ଭଳି କହେି କବେେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡା-ପାତ୍ର ରେ ରେଖ ନାହିଁ। ଯଦି ତାହା କରେ ତବେେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡା ପାତ୍ରକୁ ଫଟାଇ ଦବେ ଓ ଚମଡା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ଯ ନଷ୍ଟ ହାଇୟିବେ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡା ପାତ୍ର ରେ ହିଁ ରଖା ଯାଇଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ପୁରୁଣା ଚମଡ଼ା ଥଳୀରେ ନୂଆ ଦ୍ରାକ୍ଷାରସ ସେହି ଥଳୀକୁ ଫଟାଇ ଦେବ ଏବଂ ଦ୍ରାକ୍ଷାରସ ଓ ଥଳୀ ଉଭୟ ନଷ୍ଟ ହେବ। ତେଣୁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳୀରେ ରଖିବାକୁ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
Odia IRV 2017 (ଓଡିଆ ବାଇବେଲ)
ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ ରଖେ ନାହିଁ; ରଖିଲେ ତାହା କୁମ୍ଫା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ଫା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಬಿ, ನ್ಹವೊ ವಾಯ್ನ್ ಜುನ್ನ್ಯಾ ಚಮ್ಡ್ಯಾಚ್ಯಾ ಪಿಸ್ವಿತ್ ಭರುನ್ ಥೈನಾತ್, ಕಶ್ಯಾಕ್ ಮಟ್ಲ್ಯಾರ್, ಜುನ್ನಿ ಚಮ್ಡ್ಯಾಚಿ ಪಿಸ್ವಿ ಪಿಂಜುನ್ ಸಗ್ಳೊ ವಾಯ್ನ್ ಪಡುನ ಹಾಳ್ ಹೊತಾ. ತಸೆ ಮನುನ್ ಲೊಕಾ ಕನ್ನಾಬಿ, ನ್ಹವೊ ವಾಯ್ನ್ ನ್ಹವ್ಯಾ ಚಮ್ಡ್ಯಾಚ್ಯಾ ಪಿಸ್ವಿತ್ ಭರುನ್ ಥವ್ತ್ಯಾತ್” ಮಟ್ಲ್ಯಾನ್.