Mark 2:24 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ତାହା ଦେଖି ଯୀଶୁଙ୍କୁ କହିଲେ, ତୁମ୍ଭ ଶିଷ୍ଯମାନେ ଏଭଳି କାହିଁକି କରୁଛନ୍ତି? ବିଶ୍ରାମ ଦିବସ ରେ ଏଭଳି କାମ ଯିହୂଦୀ ନିୟମର ବିହୁଦ୍ଧାଚରଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ଯୀଶୁଙ୍କୁ କହିଲେ, “ଦେଖନ୍ତୁ, ବିଶ୍ରାମବାରରେ ଆପଣଙ୍କର ଶିଷ୍ୟମାନେ ଆମ ଶାସ୍ତ୍ରବିରୁଦ୍ଧ କାର୍ଯ୍ୟ କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନେ ତାହା ଦେଖି ଯୀଶୁଙ୍କୁ କହିଲେ, “ତୁମ୍ଭ ଶିଷ୍ୟମାନେ ଏଭଳି କାହିଁକି କରୁଛନ୍ତି? ବିଶ୍ରାମ ଦିବସରେ ଏଭଳି କାମ ଯିହୂଦୀ ନିୟମର ବିରୁଦ୍ଧାଚରଣ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, "ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಫಾರಿಜೆವಾನಿ ಬಗಟ್ಲ್ಯಾನಿ ಅನಿ “ತುಜಿ ಶಿಸಾ ಅಶೆ ಕರ್ತಲೆ, ಅಮ್ಚ್ಯಾ ಖಾಯ್ದ್ಯಾಚ್ಯಾ ಪರ್ಕಾರ್ ಚುಕ್ ನ್ಹಯ್ ಕಾಯ್?” ಮನುನ್ ಜೆಜುಕ್ ಇಚಾರ್ಲ್ಯಾನಿ.