Mark 2:25 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ତୁମ୍ଭମାନେେ ଦାଉଦଙ୍କ ବିଷୟ ରେ ପଢିଛ ଯେ ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲା ବେଳେ ଓ ଆହାରର ଆବଶ୍ଯକ ଥିଲା ବେଳେ କ'ଣ କରିଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଯେତେବେଳେ ଦାଉଦଙ୍କର ଖାଦ୍ୟ ଆବଶ୍ୟକ ହେଲା, ସେ କଅଣ କରିଥିଲେ, ସେ କଥା ତୁମ୍ଭେମାନେ କେବେ ପାଠ କରି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେମାନେ ଦାଉଦଙ୍କ ବିଷୟରେ ପଢ଼ିଛ ଯେ, ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲାବେଳେ ଓ ଆହାରର ଆବଶ୍ୟକ ଥିଲାବେଳେ କ’ଣ କରିଥିଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
Odia IRV 2017 (ଓଡିଆ ବାଇବେଲ)
ଏମାନେ କାହିଁକି ତାହା କରୁଅଛନ୍ତି?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କ'ଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ದಾವಿದಾಕ್ ಅನಿ ತೆಚ್ಯಾ ವಾಂಗ್ಡಿಯಾಕ್ನಿ ಭುಕ್ಲಾಗಲ್ಲಿ, ತನ್ನಾ ತೆಂಕಾ ಖಾವ್ಕ್ ಕಾಯ್ಬಿ ನಸಲ್ಲೆ, ತನ್ನಾ ದಾವಿದಾನ್ ಕಾಯ್ ಕರ್ಲ್ಯಾನ್ ಮನುನ್ ಪವಿತ್ರ್ ಪುಸ್ತಕಾತ್ ವಾಚುಕ್ನ್ಯಾಸಿ ಕಾಯ್?