Mark 2:27 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, ଲୋକଙ୍କୁ ସାହାୟ୍ଯ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହାଇେଛି। ବିଶ୍ରାମ ଦିବସ ଦ୍ବାରା ପରିଚାଳିତ ହବୋ ପାଇଁ ମନୁଷ୍ଯ ସୃଷ୍ଟି ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ ଯୀଶୁ କହିଲେ, “ମନୁଷ୍ୟ ପାଇଁ ବିଶ୍ରାମବାର ଉଦ୍ଦିଷ୍ଟ, ମନୁଷ୍ୟ ବିଶ୍ରାମବାର ପାଇଁ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ಫಾರಿಜೆವಾಕ್ನಿ, “ಸಬ್ಬಾತಾಚೊ ದಿಸ್, ಮಾನ್ಸಾಕ್ ಮಜತ್ ಕರುಕ್ ಮನುನ್ ಕರಲ್ಲೊ ಹಾಯ್. ಸಬ್ಬತಾಚ್ಯಾ ದಿಸಾನ್ ಮಾನ್ಸಾಚ್ಯಾ ವರ್‍ತಿ ಅದಿಕಾರ್ ಚಾಲ್ವುಕ್ ಮನುನ್ ಕರಲ್ಲೊ ನಾ.