Mark 2:3 — Compare Translations

7 translations compared side by side

Odia - 1840
"ସହେି ସମୟରେ କେତକେ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଚାରି ଜଣ ଲୋକ ବୋହି କରି ଆଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ଵାରା ବୁହାଇ ତାହାଙ୍କ ନିକଟକୁ ଘେନି-ଆସିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରୁଥିବା ବେଳେ, ଚାରିଜଣ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ବୋହି ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಚಾರ್ ಮಾನ್ಸಾನಿ ಎಕ್ಲ್ಯಾ ವಾರ್‍ಯಾನ್‍ಮಾರಲ್ಲ್ಯಾ ಮಾನ್ಸಾಕ್ ಉಕ್ಲುನ್ ಘೆವ್ನ್ ಯೆಲ್ಯಾನಿ.