Mark 2:4 — Compare Translations
7 translations compared side by side
Odia - 1840
"ଲୋକ ଭିଡ ହାଇେ ଯାଇଥିବାରୁ ସମାନେେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସମାନେେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣା ରେ ପଡି ଥିବା ପକ୍ଷଘାତ ରୋଗୀଟିକୁ ସହେି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ୟ୍ଯନ୍ତ, ତଳକୁ ଝୁଲାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଲୋକ ଭିଡ଼ ହେତୁ ସେମାନେ ତାକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ଯୀଶୁ ଯେଉଁଠାରେ ଥିଲେ, ଠିକ୍ ତା’ ଉପର ଛାତକୁ ଖୋଲିଦେଲେ ଏବଂ ସେହି ବାଟେ ରୋଗୀଟିକୁ ବିଛଣାରେ ଶୁଆଇ ତଳକୁ ଓହ୍ଲାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಂಚ್ಯಾ ಅಡ್ಚನಿಕ್ ಲಾಗುನ್, ತೆಂಕಾ ತ್ಯಾ ಮಾನ್ಸಾಕ್ ಜೆಜುಕ್ಡೆ ಘೆವ್ನ್ ಜಾವ್ಕ್ ಹೊವ್ಕ್ನಾ. ತಸೆ ಮನುನ್, ತೆನಿ ತ್ಯಾ ವಾರ್ಯಾನ್ ಮಾರಲ್ಲ್ಯಾ ಮಾನ್ಸಾಕ್ ಘೆವ್ನ್ ಜೆಜು ಹೊತ್ತ್ಯಾ ಘರಾ ವರ್ತಿ ಚೆಡ್ಲ್ಯಾನಿ, ಅನಿ ಜೆಜು ಹೊತ್ತ್ಯಾಕ್ಡೆ ತ್ಯಾ ಮಾನ್ಸಾಕ್ ಉತ್ರುಕ್ ಹೊಯ್ಸರ್ಕಿ ವಾಟ್ ಕರುನ್ ತ್ಯಾ ವಾರ್ಯಾನ್ಮಾರಲ್ಲ್ಯಾ ಮಾನ್ಸಾಕ್, ಹಾತ್ರಾನಾಸಮೆತ್ ಜೆಜು ಹೊತ್ತ್ಯಾಕ್ಡೆ ಉತರ್ಲ್ಯಾನಿ.