Mark 2:5 — Compare Translations
7 translations compared side by side
Odia - 1840
"ଯୀଶୁ ଦେଖିଲେ ଯେ, ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, ହେ ୟୁବକ, ତୁମ୍ଭ ପାପଗୁଡିକୁ କ୍ଷମା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କର ବିଶ୍ଵାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ପୁଅରେ! ତୋର ପାପ ସବୁ କ୍ଷମା ହେଲା।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦେଖିଲେ ଯେ, ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, “ହେ ଯୁବକ, ତୁମ୍ଭ ପାପଗୁଡ଼ିକୁ କ୍ଷମା କରାଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, "ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಲೊಕಾಂಚೊ ವಿಶ್ವಾಸ್ ಬಗುನ್, ಜೆಜುನ್ ವಾರ್ಯಾನ್ಮಾರಲ್ಲ್ಯಾ ಮಾನ್ಸಾಕ್ “ಮಾಜ್ಯಾ ಪೊರಾ, ತುಜೆ ಸಗ್ಳೆ ಪಾಪ್ ಮಾಪ್ ಹೊಲೆ” ಮಟ್ಲ್ಯಾನ್.