Mark 2:6 — Compare Translations

7 translations compared side by side

Odia - 1840
"କେତଜେଣ ଧର୍ମଶାସ୍ତ୍ରୀ ସଠାେରେ ବସିଥିଲେ।ଯୀଶୁଙ୍କ କାମ ସମାନେେ ଦେଖିଲେ। ସମାନେେ ନିଜ ଭିତ ରେ କୁହାକୁହି ହେଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ବସିଥିବା କେତେଜଣ ଧର୍ମ ଗୁରୁ ଏହା ଶୁଣି ମନେ ମନେ ଭାବିଲେ,
Odia Bible ERV 2004 (ପବିତ୍ର ବାଇବଲ)
କେତେଜଣ ଧର୍ମଶାସ୍ତ୍ରୀ ସେଠାରେ ବସିଥିଲେ। ଯୀଶୁଙ୍କ କାମ ସେମାନେ ଦେଖିଲେ। ସେମାନେ ନିଜ ଭିତରେ କୁହାକୁହି ହେଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಉಲ್ಲೆ ಖಾಯ್ದೆ ಸಿಕ್ವುತಲೆ ಬಸಲ್ಲೆ ಹೊತ್ತೆ, ಜೆಜುನ್ ಅಶೆ ಮಟಲ್ಲೆ ಆಯ್ಕುನ್,