Mark 2:8 — Compare Translations

7 translations compared side by side

Odia - 1840
"ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟ ରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମନ ରେ ଏସବୁ କଥା କାହିଁକି ଭାବୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମନର ଭାବନା ଜାଣିପାରି ଯୀଶୁ ପଚାରିଲେ, “କାହିଁକି ଏପରି କଥା ସବୁ ଭାବୁଛ?
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಮಾನ್ಸಾನಿ ಯೌಜುಲಾಗಲ್ಲೆ ಜೆಜುಕ್ ಕಳ್ಳೆ, ತನ್ನಾ “ತುಮಿ ತುಮ್ಚ್ಯಾ ಮನಾತುಚ್ ಅಶೆ ಕಾಯ್ ಯೌಜುಲ್ಯಾಸಿ?