Mark 2:9 — Compare Translations
7 translations compared side by side
Odia - 1840
"ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ: 'ତୁମ୍ଭ ପାପ ଗୁଡିକୁ କ୍ଷମା କରି ଦିଆଗଲା।' ନା' ତାକୁ କହିବା: 'ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଚାଲ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଅଣ ସହଜ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପକ୍ଷାଘାତ ରୋଗୀକି ‘ତୁମର ପାପ କ୍ଷମା ହେଲା’, ବୋଲି କହିବା ସହଜ, ନା ‘ଉଠ, ବିଛଣା ନେଇ ଚାଲିଯାଅ’ ବୋଲି କହିବା ସହଜ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ? ‘ତୁମ୍ଭ ପାପ ଗୁଡ଼ିକୁ କ୍ଷମା କରି ଦିଆଗଲା।’ ନା’ ତାକୁ କହିବା: ‘ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଗ୍ଭଲ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?
Odia IRV 2017 (ଓଡିଆ ବାଇବେଲ)
କ'ଣ ସହଜ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಲೆ ಸಸಾರ್ ತುಜೆ ಪಾಪ್ ಮಾಪ್ ಹೊಲೆ ಮನ್ತಲೆ ಕಾಯ್ ಉಟ್ ಅನಿ ತುಜೆ ಹಾತ್ರಾನ್ ಘೆವ್ನ್ ಚಲ್ ಮನ್ತಲೆ?