Mark 3:10 — Compare Translations

7 translations compared side by side

Odia - 1840
"ଯୀଶୁ ଅନକେ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡକୁ ମାଡି ଆସୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଅନେକ ଲୋକଙ୍କୁ ସୁସ୍ଥ କଲେ। ପୀଡ଼ିତ ଲୋକମାନେ ତାଙ୍କୁ ସ୍ପର୍ଶ କରିବା ପାଇଁ ଆଗକୁ ମାଡ଼ି ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡ଼କୁ ମାଡ଼ି ଆସୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್, ಸುಮಾರ್ ಅರಾಮ್ ನತ್ತ್ಯಾ ಲೊಕಾಕ್ನಿ ಗುನ್ ಕರಲ್ಲ್ಯಾನ್. ತಸೆ ಮನುನ್, ಹರ್‍ಎಕ್ ಅರಾಮ್ ನತ್ತೊ ಮಾನುಸ್, ಲೊಕಾಕ್ನಿ ಢಕ್ಲುನ್ಗೆತ್, ಜೆಜುಕ್ ಅಪಡ್ತಲೊ ಅವ್ಕಾಸ್ ಹುಡ್ಕುಕ್ ಲಾಗಲ್ಲೊ.