Mark 3:11 — Compare Translations

7 translations compared side by side

Odia - 1840
"କେତକେ ଲୋକଙ୍କ ଦହେ ରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତବେେଳେ ସହେି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସମାନେେ ତାହାଙ୍କ ଆଗ ରେ ପଡି ଯାଇ ଚିତ୍କାର କରି କହୁଥିଲେ, ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଭୂତଗ୍ରସ୍ତ ଲୋକମାନେ ତାଙ୍କୁ ଦେଖିବା ମାତ୍ରେ ତାଙ୍କ ସମ୍ମୁଖରେ ତଳେ ପଡ଼ିଯାଇ ଚିକ୍ରାର କରି କହୁଥିଲେ, “ଆପଣ ହିଁ ଈଶ୍ୱରଙ୍କ ପୁତ୍ର।”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರೊಲಾಗಲ್ಲಿ ಲೊಕಾಬಿ ಥೈ ಹೊತ್ತಿ. ತೆನಿ ಜೆಜುಕ್ ಬಗುನ್, ತೆಚ್ಯಾ ಇದ್ರಾಕ್ ಪಡುನ್ “ತಿಯಾ ದೆವಾಚೊ ಲೆಕ್” ಮನುನ್ ಬೊಬ್ ಮಾರಿತ್.