Mark 3:12 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ ଦୃଢ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସମାନେେ ଲୋକମାନଙ୍କୁ ଯେପରି ନ କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କିଏ, ଏକଥା କାହାକୁ ନ ଜଣାଇବା ପାଇଁ ଯୀଶୁ ଭୂତମାନଙ୍କୁ ଧମକ ଦେଇ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସେମାନେ ଲୋକମାନଙ୍କୁ ଯେପରି ନ କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ಕೊನ್ ಮನುನ್ ಕೊನಾಕ್ಬಿ ಸಾಂಗ್ತಲೆ ನಕ್ಕೊ ಮನುನ್, ಜೆಜುನ್ ಗಿರ್ಯಾಕ್ನಿ ಖಡಕ್ ತಾಕಿತ್ ದಿಲ್ಯಾನ್.