Mark 3:13 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଛାହିଁଲେ, ସମାନଙ୍କେୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସମାନେେ ଯୀଶୁଙ୍କ ପାଖକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ପାହାଡ଼ ଉପରକୁ ଯାଇ ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡ଼ାକିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବାରଜଣ ପ୍ରେରିତ ଙ୍କୁ ମନୋନୀତ କଲେ ତା’ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, ಎಕ್ ಮಡ್ಡಿ ವರ್‍ತಿ ಚಡುನ್, ಅಪ್ನಾಕ್ ಕೊನ್-ಕೊನ್ ಪಾಜೆ ತೆಂಕಾ ಬಲ್ವುಲ್ಯಾನ್. ತನ್ನಾ ತೆನಿ ತೆಚೆಕ್ಡೆ ಯೆಲ್ಯಾನಿ