Mark 3:16 — Compare Translations

7 translations compared side by side

Odia - 1840
"ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି; ଶିମାନେ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ବାରଜଣଙ୍କୁ ସେ ବାଛିଲେ:- ଶିମୋନ (ଯୀଶୁ ତାଙ୍କୁ ପିତର ନାମ ଦେଲେ);
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି; ଶିମୋନ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಎಚುನ್ ಕಾಡಲ್ಲ್ಯಾ ಬಾರಾ ಜಾನಾಂಚಿ ನಾವಾ ಹಿ - ಸಿಮಾವ್ ಹೆಕಾ ಜೆಜುನ್, ಪೆದ್ರು ಮನುನ್ ನಾವ್ ದಿಲ್ಯಾನ್