Mark 3:17 — Compare Translations
7 translations compared side by side
Odia - 1840
"ଜବଦେିଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନରେି ଗୋ୍ ଅର୍ଥାତ ମେଘ ଗର୍ଜ୍ଜନର ପୁତ୍ର ନାମ ଦେଲେ)।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ (ଯୀଶୁ ସେମାନଙ୍କୁ ବିନେରିଗୋଷ ଅର୍ଥାତ୍ ‘ମେଘନାଦ ପୁତ୍ର’ ଆଖ୍ୟା ଦେଲେ),
Odia Bible ERV 2004 (ପବିତ୍ର ବାଇବଲ)
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಬೆದೆವಾಚಿ ಪೊರಾ, ಜಾಕೊಬ್ ಅನಿ ತೆಚೊ ಭಾವ್ ಜುವಾಂವ್ ಹೆಂಕಾ ಜೆಜುನ್ “ಬೊವನೆರ್ಗೆಸ್” ತಸೆ ಮಟ್ಲ್ಯಾರ್, ಗುಡ್ಗುಡ್ಯಾಚಿ ಮಾನ್ಸಾ, ಮನುನ್ ನಾವ್ ಥವ್ಲ್ಯಾನ್.