Mark 3:19 — Compare Translations

7 translations compared side by side

Odia - 1840
"ତଥା ଈଷ୍କରିଯୋଥ ଯୀହୂଦା। ଏହି ଯିହୁଦା ପରେ ପ୍ରବଞ୍ଚନ କରି ଯୀଶୁଙ୍କୁ ଶତୃ ହସ୍ତ ରେ ଅର୍ପଣ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇଷ୍କାରିୟତ ଯିହୂଦା (ପରେ ଯେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କଲା।)
Odia Bible ERV 2004 (ପବିତ୍ର ବାଇବଲ)
ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಕ್ ಘಾತ್‍ಕರುನ್ ಧರುನ್ ದಿಲ್ಲೊ, ಜುದಾಸ್ ಇಸ್ಕರಿಯೊತ್.