Mark 3:20 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଘରକୁ ଫରେିଗଲେ। ସଠାେରେ ମଧ୍ଯ ଅନକେ ଲୋକ ଜମା ହାଇଗେଲେ। ସଠାେରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଖାଇ ମଧ୍ଯ ପାରିଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଯୀଶୁ ଯେତେବେଳେ ଘରକୁ ଫେରିଲେ, ସେଠାରେ ମଧ୍ୟ ଏତେ ଲୋକ ଜମା ହେଲେ ଯେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ ତା’ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಘರಾಕ್ಡೆ ಗೆಲೊ, ಥೈ ಲೈ ಲೊಕಾ ಗೂಳಾ ಹೊಲ್ಲಿ, ತಸೆ ಮನುನ್ ಜೆಜುಕ್ ಅನಿ ತೆಚ್ಯಾ ಶಿಸಾಕ್ನಿ ಜೆವಾನ್ ಕರುಕ್ ಸೈತ್ ಎಳ್ ಗಾವುಕ್ನಾ.