Mark 3:22 — Compare Translations
7 translations compared side by side
Odia - 1840
"ୟିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, ଯୀଶୁଙ୍କ ଦହେ ରେ ବାଆଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡି ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମରୁ ଆସିଥିବା କେତେକ ଧର୍ମଗୁରୁ କହିଲେ, “ବାଆଲଜିବୂଲ ତାଙ୍କୁ ଅଧିକାର କରିଛି। ସେହି ଭୂତମାନଙ୍କର ଅଧିପତି ଭୂତ ଛଡ଼ାଇବା ପାଇଁ ତାଙ୍କୁ ଶକ୍ତି ଦେଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾತ್ನಾ ಯೆಲ್ಲೆ, ಖಾಯ್ದೆ ಸಿಕ್ವುತಲೆ, “ತೆಚ್ಯಾ ಆಂಗಾತ್ ಗಿರ್ಯಾಂಚೊ ವಡಿಲ್ ಬೆಎಲ್ಜೆಬುಲ್ ಹಾಯ್. ತ್ಯಾ ಗಿರ್ಯಾಚ್ಯಾ ಬಳಾನ್ ತೊ ಲೊಕಾಕ್ನಿಲಾಗಲ್ಲಿ ಗಿರೆ ಸೊಡ್ಸುತಾ,” ಮನುಲಾಗಲ್ಲೆ.