Mark 3:23 — Compare Translations

7 translations compared side by side

Odia - 1840
"ତେଣୁ ଯୀଶୁ ସମାନଙ୍କେୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ବୁଝାଇଲେ, ଶୟତାନ କିପରି ଶୟତାନକୁ ତଡି ଦଇେ ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଡ଼ାକି ରୂପକ ଛଳରେ ବୁଝାଇ କହିଲେ, “ଶୟତାନ କିପରି ଶୟତାନକୁ ବିତାଡ଼ିତ କରିପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, ಜಗ್ಗೊಳ್ ಬಲ್ವುಲ್ಯಾನ್, ಅನಿ ಕಾನಿಯಾಂಚ್ಯಾ ವೈನಾ ಸಾಂಗುನ್ಗೆತ್: ಸೈತಾನಾನ್, ಗಿರ್‍ಯಾಕ್ ಭಾಯ್ರ್ ಘಾಲುಕ್ ಹೊತಾ ಕಾಯ್?