Mark 3:27 — Compare Translations
7 translations compared side by side
Odia - 1840
"ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘ ରେ ପଶି ତାର ସମ୍ପତ୍ତି ଲୁଟି ନବୋକୁ ଚାହିଁବ, ତବେେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନଇେ ଯାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବଳବାନ୍ ଲୋକର ଘରେ କେହି ପ୍ରବେଶ କରି ପ୍ରଥମେ ତାକୁ ନ ବାନ୍ଧିଲେ, ତା’ର ଜିନିଷପତ୍ର ଲୁଟି ନେଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା’ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା’ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಘಟ್ಮುಟ್ ಮಾನ್ಸಾಚ್ಯಾ ಘರಾತ್ಲಿ ಸಾಮಾನಾ, ಚೊರುಚೆ ಮಟ್ಲ್ಯಾರ್, ಅದ್ದಿ ತ್ಯಾ ಮಾನ್ಸಾಕ್, ಘಟ್ ಭಾಂದುಕ್ ಪಾಜೆ, ತನ್ನಾ ತ್ಯಾ ಮಾನ್ಸಾಚ್ಯಾ ಘರಾತ್ಲೆ ಚೊರುನ್ ಘೆವ್ನ್ ಜಾವ್ಕ್ ಹೊತಾ.