Mark 3:28 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ଲୋକେ ଯେଉଁ ସବୁ ପାପ କରୁଛନ୍ତି, ସଗେୁଡିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯେତେ ସବୁ ଖରାପ କଥା କହୁଛନ୍ତି, ସେସବୁଗୁଡିକୁ ମଧ୍ଯ କ୍ଷମା କରି ଦିଆଯାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ;
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ସମସ୍ତ ପାପ ଓ ଈଶ୍ୱରନିନ୍ଦା ପାଇଁ ମନୁଷ୍ୟମାନଙ୍କୁ କ୍ଷମା ଦିଆଯାଇପାରେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖರೆಚ್ ಮಿಯಾ ತುಮ್ಕಾ ಸಾಂಗ್ತಾ, ಮಾನ್ಸಾನಿ ಕರಲ್ಲ್ಯಾ ಸಗ್ಳ್ಯಾ ಪಾಪಾಂಚಿ, ಅನಿ ದೆವಾಚ್ಯಾ ವರ್ತಿ ಬೊಲಲ್ಲ್ಯಾ ನಿಂದ್ಯಾಂಚಿ, ಮಾಪಿ ಗಾವ್ತಾ.